Webportal

ଆରମ୍ଭ ହେଲା ଦେଶର ପ୍ରଥମ ୱାଟର ମେଟ୍ରୋ

0 167

କେରଳର କୋଚିଠାରେ ଦେଶର ପ୍ରଥମ ୱାଟର ମେଟ୍ରୋକୁ ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଦେଶର ଏହା ପ୍ରଥମ ୱାଟର ମେଟ୍ରୋ। କୋଚି ସହରରେ ୧୧୩୬.୮୩ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ଉକ୍ତ ୱାଟର ମେଟ୍ରୋ ପ୍ରକଳ୍ପ କୋଚି ଏବଂ ଏହାର ଆଖପାଖ ଅଞ୍ଚଳର ୧୦ଟି ଦ୍ବୀପକୁ ସଂଯୋଗ କରିଛି।ତାଙ୍କ ସହ ଏହି କାର୍ଯ୍ୟକ୍ରମରେ କେରଳର ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ୍ ଓ କଂଗ୍ରେସ ନେତା ତଥା ସାଂସଦ ଶଶି ଥରୁର ଯୋଗ ଦେଇଥିଲେ।

Leave A Reply

Your email address will not be published.