Webportal

କୃତି ମାଟ୍ରିକ ପରୀକ୍ଷାର୍ଥୀ ସମ୍ଭର୍ଧିତ

0 216

ଚଳିତ ବର୍ଷ ଓଡ଼଼ିଶା  ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ  ମାଟ୍ରିକ ପରୀକ୍ଷାରେ ଏ-୧ ଗ୍ରେଡ୍‌ ରଖିଥିବା ୫୨ ଛାତ୍ରୀଛାତ୍ରଙ୍କୁ ମଙ୍ଗଳବାର ଅନୁଗୋଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ସମ୍ବର୍ଦ୍ଧିତ କରାଯାଇଛି। ଏଥିସହ ପରୀକ୍ଷାରେ ଶତପ୍ରତିଶତ ଫଳାଫଳ ପ୍ରଦର୍ଶନ କରିଥିବା ୫ଟି ବିଦ୍ୟାଳୟକୁ ମଧ୍ୟ ପୁରସ୍କୃତ କରାଯାଇଛି। କାର୍ଯ୍ୟକ୍ରମରେ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି, ପିଡି ଅତୁଲ୍ୟ କୁମାର ଚମ୍ପତ୍ତିରାୟ, ଜିଲା ଶିକ୍ଷା ଅଧିକାରୀ ସଚ୍ଚିଦାନନ୍ଦ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.