Webportal

ରାଜ୍ୟର ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ପ୍ରାର୍ଥୀଙ୍କ ମଧ୍ୟରେ ଅଛନ୍ତି ହତ୍ୟା, ହତ୍ୟା ଉଦ୍ୟମ, ଠକେଇ, ଲାଞ୍ଚ ନେବା ମାମଲା ଥିବା ବ୍ୟକ୍ତି

0 201

ପ୍ରଥମ ପର୍ଯ୍ୟାୟ ଭୋଟ୍ ନେଇ ADR ଓ ଓଡ଼ିଶା ଇଲେକ୍ସନ୍ ୱାଚର ରିପୋର୍ଟ।

୪ ସଂସଦୀୟ କ୍ଷେତ୍ରରେ ୩୭ ପ୍ରାର୍ଥୀ, ୭ ଜଣଙ୍କ ନାଁରେ ଅପରାଧିକ ମାମଲା।

୬ ଜଣଙ୍କ ନାଁରେ ହତ୍ୟା, ହତ୍ୟା ଉଦ୍ୟମ, ଠକେଇ, ଲାଞ୍ଚ ନେବା ମାମଲା।

୩୭ ସାଂସଦ ପ୍ରାର୍ଥୀରୁ ୧୭ କୋଟିପତି, ମାଳବିକା ଦେବୀ ସବୁଠୁ ଧନୀ।

କଳାହାଣ୍ଡି ଲୋକସଭା ପ୍ରାର୍ଥୀ ମାଳବିକାଙ୍କ ସମ୍ପତ୍ତି ୪୧ କୋଟି ୯୮ ଲକ୍ଷ।

ଦଶମ ପାସ୍ କରି ନାହାନ୍ତି ୩ ପ୍ରାର୍ଥୀ, ଜଣେ ସ୍କୁଲ୍ ମାଡ଼ି ନାହାନ୍ତି’।

୭ ଜଣ ଦଶମ, ୫ ଜଣ ଦ୍ୱାଦଶ, ୧୦ ସ୍ନାତକ ଓ ୨ ଡକ୍ଟରେଟ୍ ପାସ୍।

ପ୍ରଥମ ପର୍ଯ୍ୟାୟରେ ମୋଟ ପ୍ରାର୍ଥୀରୁ ୧୯ ପ୍ରତିଶତ ଅର୍ଥାତ ୭ ମହିଳା ।

Leave A Reply

Your email address will not be published.