Webportal

୫-ଟି’ ଓ ‘ନବୀନ ଓଡ଼ିଶା’ର ଅଧ୍ୟକ୍ଷ ହେଲେ ଭି କାର୍ତ୍ତିକେୟ ପାଣ୍ଡିଆନ

0 277

୫-ଟି’ ଓ ‘ନବୀନ ଓଡ଼ିଶା’ର ଅଧ୍ୟକ୍ଷ ହେଲେ ଭି କାର୍ତ୍ତିକେୟ ପାଣ୍ଡିଆନ।ସରକାରୀ ଚାକିରିରୁ ସ୍ବେଚ୍ଛାକୃତ ଅବସର ନେବା ପରେ ଭି କାର୍ତ୍ତିକେୟ ପାଣ୍ଡିଆନଙ୍କୁ ମିଳିଛି ନୂଆନିଯୁକ୍ତି। ‘୫-ଟି’ ଓ ‘ନବୀନ ଓଡ଼ିଶା’ର ଅଧ୍ୟକ୍ଷ ଭାବେ ଦାୟିତ୍ବ ତୁଲାଇବେ ଭି କାର୍ତ୍ତିକେୟ ପାଣ୍ଡିଆନ। ତାଙ୍କୁ କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା ମିଳିଛି। ସେ ମୁଖ୍ୟମନ୍ତ୍ରୀଙ୍କ ଅଧୀନରେ କାମ କରିବେ ବୋଲି ଜଣାଯାଇଛି। ଗତକାଲି ତାଙ୍କ ଅବସର ଆବେଦନକୁ କେନ୍ଦ୍ର ସରକାରଙ୍କ ଦ୍ବାରା ଅନୁମୋଦିତ ହେବା ପରେ ରାଜ୍ୟ ସରକାର ଭି କାର୍ତ୍ତିକେୟ ପାଣ୍ଡିଆନଙ୍କୁ ଏହି ନୁଆ ଦାୟିତ୍ବ ଦେଇଛନ୍ତି। ଏହାଫଳରେ ତାଙ୍କର କ୍ଷମତା ବୃଦ୍ଧି ପାଇଛି।

Leave A Reply

Your email address will not be published.