Webportal

ବିଏମସି କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆଉ ୨୦ କୋଟି କୋଭିଡ ସହାୟତା ମଂଜୁର

0 173

ଭୁବନେଶ୍ୱର ରେ କୋଭିଡ଼ ମହାମାରୀ ର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ,ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ ଆଉ କୋଡ଼ିଏ କୋଟି ଟଙ୍କା ମଜୂର କରିଛନ୍ତି । ସୂଚନାଯୋଗ୍ୟ ଯେ ପୂର୍ବ ରୁ ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମ କୁ ୭୭ କୋଟି ଟଙ୍କା ଦିଆଯାଇଛି ।ଭୁବନେଶ୍ୱର ରେ ରାଜ୍ୟର ସର୍ବାଧିକ କୋଭିଡ଼ ହସ୍ପିଟାଲ ରହିଛି ଏବଂ ଚିକିତ୍ସିତ ରୋଗୀ ଙ୍କ ସଖ୍ୟା ମଧ୍ୟ ଏଠାରେ ସର୍ବାଧିକ ।ଚିକିତ୍ସା ପାଇଁ ରାଜ୍ୟର ବିଭିନ୍ନ ଅଞ୍ଚଳରୁ କୋଭିଡ଼ ରୋଗୀ ଭୁବନେଶ୍ୱର କୁ ଆସି ଥାନ୍ତି । ତେଣୁ ଭୁବନେଶ୍ୱର ର ଆବଶ୍ୟକତା କୁ ଦୃଷ୍ଟିରେ ରଖି ଏହି ଅର୍ଥ ମଜୂର କରାଯାଇଛି ।

Leave A Reply

Your email address will not be published.