Webportal

ମା ର ହତ୍ୟାକାରୀ ସାଜିଲା ପୁଅ

0 152

ଜନ୍ମ କଲା ପୁଅ ହେଲା ସଇତାନ, ମା କୁ ପିଟି ପିଟି ହତ୍ୟା କଲା ଜନ୍ମ କଲା ପୁଅ। ଅନୁଗୁଳ ଟାଉନ ଥାନା ଅନ୍ତର୍ଗତ ଶୁଶୁଡା ଗ୍ରାମରେ ମା କୁ ପିଟି ପିଟି ହତ୍ୟା କଲା ଜନ୍ମ କଲା ପୁଅ। ସୂଚନା ଅନୁଯାୟୀ, ଆଜି ସକାଳ ସମୟରେ ସୁସୁଡା ଗ୍ରାମର ସୁଧାକର ନାଏକ ଙ୍କ ପୁଅ ସରୋଜ ନାଏକ ନିଜ ମା ଲତା ନାଏକ (୭୦)କୁ ପିଟି ପିଟି ହତ୍ୟା କରିଥିଲା। ଏ ଖବର୍ ଗାଁ ଲୋକ ଜାଣିବା ପରେ ପୋଲିସ କୁ ଖବର ଦେଇଥିଲେ। ଟାଉନ୍ ଥାନା ପୋଲିସ ଘଟଣା ସ୍ଥଳରେ ପହଂଚି ତଦନ୍ତ ଆରମ୍ବ କରିବା ସହ ହତ୍ୟାକାରୀ ସରୋଜ କୁ ଥାନାକୁ ନେଇ ଆସିଛି।

Leave A Reply

Your email address will not be published.