Webportal

ରେଳ ଧାରଣରୁ ମୃତ ଦେହ ଉଦ୍ଧାର

0 440

ଅନୁଗୁଳ ଷ୍ଟେସନ ନିକଟସ୍ଥ ରେଳ ଲାଇନରେ ଜଣେ ଯୁବକଙ୍କ ମୃତ ଦେହ ପଡିଥିବାର ଦୃଶ୍ୟ ଦେଖିବାକୁ ମିଳିଛି। ରେଳ ଲାଇନରେ କଟି ଯୁବକଙ୍କ ମୃତ୍ୟୁ ହୋଇଥିବାର ସନ୍ଦେହ କରାଯାଉଛି। ଏହା ହତ୍ୟା କି ଆତ୍ମହତ୍ୟା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ। ମୃତ ଯୁବକଙ୍କ ପରିଚୟ ମଧ୍ୟ ମିଳିପାରିନାହିଁ। ପୋଲିସ ପହଞ୍ଚି ଏହାର ତଦନ୍ତ କରୁଛି।

Leave A Reply

Your email address will not be published.