ଜାତୀୟ କ୍ରୀଡ଼ା ଦିବସ କାର୍ଯ୍ୟକ୍ରମର ପ୍ରଥମ ଦିନରେ ମେଜର ଧ୍ୟାନଚାନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି ସହ କ୍ରୀଡ଼ା ପ୍ରଦର୍ଶନୀ…
କ୍ରୀଡ଼ା ଓ ଯୁବସେବା ବିଭାଗ ଏବଂ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଅନୁଗୋଳ ଇଣ୍ଡୋର ଷ୍ଟାଡିୟମ୍ଠାରେ ମେଜର ଧ୍ୟାନଚାନ୍ଦଙ୍କ ଜନ୍ମବାର୍ଷିକୀ ଉପଲକ୍ଷେ ଜାତୀୟ କ୍ରୀଡ଼ା ଦିବସ ସମାରୋହ ଆୟୋଜିତ ହୋଇଯାଇଛି। ଆଜିଠାରୁ ୩୦ ଅଗଷ୍ଟ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ତିନିଦିନିଆ କାର୍ଯ୍ୟକ୍ରମର…
Read More...
Read More...