ଲୁହାମୁଣ୍ଡାରେ ଭୟାବହ ସଡ଼କ ଦୁର୍ଘଟଣା ; ଜଣେ ମୃତ ଅନେକ ଗୁରୁତର
ଅନୁଗୁଳ ଜିଲ୍ଲା ହଣ୍ଡପା ଥାନା ଅନ୍ତର୍ଗତ ବଇଣ୍ଡା ଅଞ୍ଚଳର ଲୁହାମୁଣ୍ଡା ନିକଟରେ ଘଟିଛି ଏକ ଭୟାବହ ସଡ଼କ ଦୁର୍ଘଟଣା। ଭୁବନେଶ୍ୱରରୁ ଝାରସୁଗୁଡ଼ା ଯାଉଥିବା ଦିଲଖୁସ୍ ବସ୍ ଆଗରେ ଯାଉଥିବା ଏକ ଟ୍ରକ୍କୁ ପଛପଟୁ ଧକ୍କା ଦେବାରୁ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୧୮ରୁ ୨୦ ଜଣ ଆହତ…
Read More...
Read More...