ଚେନ୍ନାଇ ବିମାନବନ୍ଦରରେ ଯାତ୍ରୀଙ୍କ ବ୍ୟାଗରୁ ବାହାରିଲା ଗୋଟିଏ ମାଙ୍କଡ଼, ୧୫ଟି ସାପ ଓ ୨ଟି କଇଁଛ
ଚେନ୍ନାଇ ବିମାନବନ୍ଦରରେ ଘଟିଛି ଏକ ଅଜବ ଘଟଣା । ବିମାନ ଅବତରଣ ପରେ ଯାତ୍ରୀଙ୍କ ବ୍ୟାଗରୁ ବାହାରିଲା ଗୋଟିଏ ମାଙ୍କଡ଼, ୧୫ଟି ସାପ ଓ ୨ଟି କଇଁଛ। ଥାଇଲାଣ୍ଡରୁ ଚେନ୍ନାଇରେ ଆସି ପହଞ୍ଚିଥିବା ଜଣେ ଯାତ୍ରୀଙ୍କ ବ୍ୟଗରୁ ଏସବୁ ଜିନିଷ ଉଦ୍ଧାର କରାଯାଇଥିବା ଜଣାପଡ଼ିଛି।
ବ୍ୟାଗ ଭିତରେ ଗୋଟିଏ…
Read More...
Read More...