ଧରାପଡ଼ିଲା ମଣିଷଖିଆ କୁମ୍ଭୀର
କେନ୍ଦ୍ରାପଡ଼ା ରାଜନଗରରେ ଧରାପଡ଼ିଲା ମଣିଷଖିଆ କୁମ୍ଭୀର । ଚାନ୍ଦିବାଉଁଶମୂଳ ଚରଡ଼ିଆ ନାଳରୁ ୧୦ ଫୁଟ ଲମ୍ବର କୁମ୍ଭୀରକୁ ଜାଲ ପକାଇ କାବୁ କଲା ବନ ବିଭାଗ । ଧରା ହେବା ପରେ ଭିତରକନିକା ଭିତର ବାଉଁସଗଡ଼ ନଦୀରେ ଛଡ଼ାଗଲା ଏହି କୁମ୍ଭୀରକୁ |ଜୁନ ୨୧ ତାରିଖରେ ଚାନ୍ଦିବାଉଁଷମୂଳ ପଞ୍ଚାୟତର…
Read More...
Read More...