Webportal
Browsing Category

Current

ପାଉଁଶ ଉଡିବାକୁ ନେଇ ଅନୁଗୋଳ ପ୍ରଦୂଷଣ ବିଭାଗ କାର୍ଯ୍ୟାଳୟ ଦ୍ୱାରସ୍ଥ ଗ୍ରାମବାସୀ

ଏନଟିପିସି ଥାନା ଆମ୍ବପାଳ ଗ୍ରାମରେ Ntpc ଓ jitpl ର ପାଉଁଶ ବୋଝେଇ ଗାଡ଼ି ଗୁଡ଼ିକ ଦିନ ରାତି ରାସ୍ତା କଡ଼ରେ ମନା କରିବା ସତ୍ତ୍ଵେ କମ୍ପାନୀ କର୍ତ୍ତୃପକ୍ଷ କର୍ଣ୍ଣପାତ ନ କରି ରାସ୍ତା କଡ଼ରେ ପାଉଁଶ ଗଦାଇବା ଫଳରେ ଲୋକ ମାନଙ୍କର ଯିବା ଆସିବାରେ ବହୁତ ଆସବିଧା ହେଉଛି , ଏପରିକି ଦୁର୍ଘଟଣା…
Read More...

ବିଦ୍ୟୁତ ଖୁଣ୍ଟ ପୋତିବା ବେଳେ ଅଘଟଣ ଘଟି ୪ ଗୁରୁତର

ଅନୁଗୁଳ ସହର ମାଟିଆସାହି ଠାରେ ଏଲଟି ଲାଇନ କାମ ଚାଲିଥିବା ବେଳେ ଅଘଟଣ ଘଟିଛି । ବିଦ୍ୟୁତ ଝଟକାରେ ୪ ଜଣ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ମାନେ ହେଲେ, ଅନୀଲ ଟୁଡୁ, ମନୋଜ ଟୁଡୁ, ବାହାସନ ଟୁଡୁ ଓ ବିଶାଲ ହାସ୍ଦା । ସମସ୍ତଙ୍କ ଘର ଝାଡ଼ଖଣ୍ଡରେ ବୋଲି ଜଣା ପଡ଼ିଛି । ସୂଚନା ଅନୁସାରେ,…
Read More...

ଭାଲୁ ଆକ୍ରମଣରେ ଚାଷୀ ମୃତ

ଅନୁଗୁଳ ଜିଲ୍ଲା ସମଲ ବ୍ୟାରେଜ ଥାନା ଅଞ୍ଚଳ ବୁଲାଝର ଗ୍ରାମରେ ଭାଲୁ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି । ମୃତ ଚାଷୀ ହେଲେ ୫୪ ବର୍ଷୀୟ ଜୟ ସାହୁ । ସୂଚନା ଅନୁସାରେ , ସୋମବାର ଅପରାହ୍ନ ସାଢେ ୩ଟା ବେଳେ ଜୟ ଘର ପାଖ ବିଲରେ କାମ କରୁଥିଲେ। ଏହି ସମୟରେ ବିଲ ପାଖକୁ ମାଙ୍କଡ଼ ପଲ ଆସିଥିଲେ…
Read More...

ଆପର କାର୍ଯ୍ୟକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ

ଆମ୍ ଆଦ୍‌ମୀ ପାର୍ଟି ଅନୁଗୁଳ ନିର୍ବାଚନ ମଣ୍ଡଳୀର କାର୍ଯ୍ୟକର୍ତ୍ତା ସମ୍ମିଳନୀ ମଙ୍ଗଳବାର ସ୍ଥାନୀୟ ଏକ ହୋଟେଲ୍‌ରେ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ଆବାହାଳ ନିଶିକାନ୍ତ ମହାପାତ୍ର ବୈଠକରେ ଯୋଗ ଦେଇ କର୍ମକର୍ତ୍ତାଙ୍କ କାର୍ଯ୍ୟର ମୂଲ୍ୟାୟନ କରିଛନ୍ତି । ତୃଣମୂଳ ସ୍ତରରେ ସଙ୍ଗଠନ ଗଠିବା ସହ…
Read More...

ମହିଳା ମାନଙ୍କ ସଂଘ କୁ ଆସୁଥିବା ଅର୍ଥରାଶି ହେରଫେର ହୋଇଥିବା ନେଇ ଜିଲାପାଳଙ୍କୁ ଅଭିଯୋଗ

ଅନୁଗୁଳ ବ୍ଲକ ଅନ୍ତର୍ଗତ ବଲଙ୍ଗ ପଞ୍ଚାୟତର ମହିଳା ମାନେ  ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଦ୍ଵାରସ୍ଥ ହୋଇଥିବା ଦେଖିବାକୁ ମିଳିଥିଲା । ମହିଳା ମାନେ ସରକାରଙ୍କ ପକ୍ଷରୁ ସଂଘ ମାନଙ୍କୁ ଆସୁଥିବା ଅର୍ଥରାଶି ହେରଫେର ହୋଇଥିବା  ନେଇ ଜିଲ୍ଲାପାଳଙ୍କୁ ଅଭିଯୋଗ କରିଛନ୍ତି । ବଲଙ୍ଗ ପଞ୍ଚାୟତର ସଂଘ…
Read More...

ଆମ୍ବୁଲାନ୍ସ ଭିତରୁ ନାଗସାପ ଉଦ୍ଧାର

ଆମ୍ବୁଲାନ୍ସ ଗାଡି ଭିତରେ ନାଗ । ଉଦ୍ଧାର କରିବାକୁ ସର୍ପ ଉଦ୍ଧାରକାରୀଙ୍କୁ ନାକେଦମ ହେବାକୁ ପଡିଲା । ସୂଚନା ଅନୁସାରେ ଗାଁ ଗାଁ ବୁଲି ମାଗଣା ଚିକିତ୍ସା ଯୋଗାଇ ଦେଉଥିବା ଭ୍ରାମ୍ୟମାଣ ଚିକିତ୍ସା ସେବା ଗାଡି କୋଶଳା , ନାଣ୍ଡିଛୋଡ ଅଞ୍ଚଳରୁ ଫେରୁଥିଲା । ଜଙ୍ଗଲ ରାସ୍ତାରେ ଯାଉଥିବା ବେଳେ ଏକ…
Read More...

ବିଦ୍ୟାଳୟ ଫାଟକରୁ ଖସିଲା ଗ୍ରାନାଇଟ୍ ପଥର ଅଳ୍ପକେ ବର୍ତିଲେ ଛାତଛାତ୍ରୀ ଓ ବିଡିଓ

ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ ଗୋତମରା ଗ୍ରାମର ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ଫାଟକରୁ ଖସିଲା ଗ୍ରାନାଇଟ୍ ପଥର। ଅଳ୍ପକେ ବର୍ତିଲେ ଛାତ୍ର ଛାତ୍ରୀ ଓ ବିଡ଼ିଓ। ସରକାରୀ ବିଦ୍ୟାଳୟ ଗୋଡିକ ଛାତ୍ର ଛାତ୍ରୀ ସଂଖ୍ୟା ବୃଦ୍ଧି ପାଇବା ପାଇଁ ସମସ୍ତ ବିଦ୍ୟାଳୟକୁ ପାଞ୍ଚ ଟି ଯୋଜନାରେ…
Read More...

ପ୍ରାଥମିକ ବିଦ୍ୟାଳୟ ରେ ମଧ୍ୟାହ୍ନ ଭୋଜନ ଖାଇ ଛାତ୍ରଛାତ୍ରୀ ଅସୁସ୍ଥ

ଅନୁଗୁଳ ଜିଲ୍ଲା ଖମାର ଥାନା ଅନ୍ତର୍ଗତ ରଜଡଙ୍ଗ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇ ଅସୁସ୍ଥ ହେବାରୁ ଛାତ୍ରଛାତ୍ରୀ ମାନଙ୍କୁ ଖମାର ସ୍ୱାସ୍ଥ୍ୟ କେନ୍ଦ୍ର ରେ ଭର୍ତି କରାଯାଇଥିଲା l ସୂଚନା ଯେ, ରଜଡଙ୍ଗ ପ୍ରାଥମିକ ବିଦ୍ୟାଳୟ ରେ ସବୁଦିନ ପରି ଆଜି ମଧ୍ଯ ସରକାର ଙ୍କ ଦ୍ଵାରା…
Read More...

ଖାଦ୍ୟ, ଗୁଟଖା ବେପାରି ଙ୍କ ଉପରେ ଚଢାଉ, ୨୧ ଦୋକାନ କୁ ଫାଇନ

ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ କୁମଣ୍ଡ ଏବଂ ପ୍ରଗତି ନଗର ଅଞ୍ଚଳରେ ବେପାର କରୁଥିବା ଗୁଟଖା ଏବଂ ଖାଦ୍ୟ ଦୋକାନୀ ମାନଙ୍କ ଉପରେ ଚଢାଉ କରାଯାଇଥିଲା । ଏହି ଚଢାଉ ରେ DPHO ଧନଞ୍ଜୟ ବେହେରା, FSO ହରପ୍ରିୟା ବେହେରା, ଡ୍ରଗ୍ ଇନ୍ସପେକ୍ଟର, FSO ସୁମିତ୍ ସୌରଭ ପରିଡା, MTS ନୀଳାମ୍ବର…
Read More...

ଅନୁଗୋଳ ଜିଲା ସାମ୍ବାଦିକ ସଙ୍ଘ ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳନ

ଅନୁଗୋଳ ଜିଲା  ସାମ୍ବାଦିକ ସଙ୍ଘ  ପକ୍ଷରୁ ଜାତୀୟ ପ୍ରେସ ଦିବସ ସ୍ଥାନୀୟ ଅନୁଗୋଳ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମିଳନୀ କକ୍ଷ ଠାରେ ବୁଧୁବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି।  ସଂଘ ସଭାପତି ଦ୍ଵାରିକା ପ୍ରସାଦ ନନ୍ଦ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ମୂଖ୍ୟ ଅତିଥି ଭାବେ…
Read More...