ଅନୁଗୁଳ ଜିଲ୍ଲାର ଆଇଏଏସ୍ ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡ଼ିଶା କ୍ୟାଡର
୨୦୨୩ ବ୍ୟାଚ୍ର ଆଇଏଏସ୍ ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡ଼ିଶା କ୍ୟାଡର।
କେନ୍ଦ୍ର ଲୋକସେବା ଆୟୋଗ (ୟୁପିଏସସି) ଦ୍ବାରା ପରିଚାଳିତ ଆଇଏଏସ୍ ପରୀକ୍ଷା-୨୦୨୩ରେ ଦ୍ବିତୀୟ ରାଙ୍କ ରଖିଥିବା ଅନୁଗୁଳ ଜିଲ୍ଲା ତାଳଚେର ର ଓଡ଼ିଆ ପୁଅ ଅନିମେଶ ପ୍ରଧାନଙ୍କୁ ଓଡ଼ିଶା କ୍ୟାଡର ମିଳିଛି।ଉତ୍ତରାଖଣ୍ଡର…
Read More...
Read More...