ମନି ଲଣ୍ଡରିଂ ମାମଲାରେ ଜମ୍ମୁ- କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲାଙ୍କୁ ସମନ ଜାରି କଲା ଇଡି
ନ୍ୟାସନାଲ କନଫରେନ୍ସ ସୁପ୍ରିମୋ ତଥା ଜମ୍ମୁ- କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲାଙ୍କୁ ଏକ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ପଚରାଉଚରା ପାଇଁ ମେ ୩୧ରେ ଦିଲ୍ଲୀକୁ ଡକାଯାଇଛି।
ଜାତୀୟ ତଦନ୍ତକାରୀ ସଂସ୍ଥା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ…
Read More...
Read More...