ଗ୍ୟାସ ଲିକ:ଲୋକେ ଅସୁସ୍ଥ
ପାରାଦ୍ୱୀପ ଗଡ଼ରେ ଆମୋନିଆ ଗ୍ୟାସ୍ ଲିକ୍ ହୋଇ ୧୫ ଜଣ ଅସୁସ୍ଥ ହୋଇଛନ୍ତି। ଚିଙ୍ଗୁଡି ପ୍ରୋସେସିଂ ପ୍ଲାଣ୍ଟ ଓ ବରଫ କଳରୁ ଲିକ୍ ହୋଇଥିବା ନେଇ ସୂଚନା ମିଳିଛି। ଏଥିରେ ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ SCB ସ୍ଥାନାନ୍ତର କରାଯାଇଛି। ଗୁରୁତରଙ୍କ ଭିତରେ ୮ ବର୍ଷର ଶିଶୁ ରହିଛି। ଆମୋନିଆ…
Read More...
Read More...