ହାତୀ ଆକ୍ରମଣରେ ମୃତ
ଅନୁଗୁଳ ଜିଲ୍ଲା ବନ୍ତଳା ଅଞ୍ଚଳ ବାରଗୌଣିଆ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ମୃତ। ମୃତକ ହେଲେ ବାରଗୌଣିଆ ଗ୍ରାମର ସୁଦାମ ପ୍ରଧାନ । ସୂଚନା ଅନୁସାରେ ସୁଦାମ ଆଜି ସକାଳେ ଗାଁ ପାଖ ଜଙ୍ଗଲକୁ ଡାଳ ସଂଗ୍ରହ କରିବାକୁ ଯାଇଥିଲେ ଯେଉଁଠି ସେ ଏକ ଦନ୍ତା ହାବୁଡ଼ରେ ପଡି ଯାଇଥିଲେ । ଦନ୍ତା ଆକ୍ରମଣରେ…
Read More...
Read More...