ଅଦ୍ଭୂତପୂର୍ବ ସାହସର ପ୍ରଦର୍ଶନ : ୪୨ ଘଣ୍ଟା ହେଲା ବୋର୍ୱେଲ୍ରେ ପଡ଼ିଥିବା ଶିଶୁ ନିଜ ଉଦ୍ଧାର ପାଇଁ ଉଦ୍ଧାରକାରୀ…
ଛତିଶଗଡ଼ର ଜାଁଜଗିର-ଚାଁପାଠାରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା। ଜିଲ୍ଲାର ଏକ ବୋର୍ୱେଲ୍ ମଧ୍ୟରେ ଜଣେ ୧୧ ବର୍ଷୀୟ ବାଳକଟି ଖସିପଡ଼ିଛି। ଖୁସିର କଥା ହେଉଛି କି ପଡ଼ିଯିବାର ୪୨ ଘଣ୍ଟା ପରେ ବି ବାଳକଟି ସୁରକ୍ଷିତ ରହିଛି। ଆଶ୍ଚର୍ଯ୍ୟ କଥା ହେଉଛି ଏବେ ବି ଉଦ୍ଧାର କାର୍ଯ୍ୟ ଜାରି…
Read More...
Read More...