ଦେଶରେ ଶିକ୍ଷାଦାନ ନୁହେଁ ଶିଳ୍ପ ଚାଲିଛି, କହିଲେ ସୁପ୍ରିମକୋର୍ଟ
ଦେଶରେ ଶିକ୍ଷା ବ୍ୟବସ୍ଥା ବର୍ତ୍ତମାନ ଶିଳ୍ପରେ ପରିଣତ ହୋଇଛି । ଏହି କାରଣରୁ, ଯେଉଁ ଛାତ୍ରଛାତ୍ରୀମାନେ ଦେଶରେ ଡାକ୍ତରୀ ଶିକ୍ଷା ପାଇଁ ଟଙ୍କା ଖର୍ଚ୍ଚ କରିବାକୁ ଅସମର୍ଥ, ସେମାନଙ୍କୁ ୟୁକ୍ରେନ ପରି ଦେଶକୁ ଯିବାକୁ ପଡୁଛି । ମଙ୍ଗଳବାର ଦିନ ଏକ ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ ଏହି…
Read More...
Read More...