ତାମିଲନାଡୁରେ ବିଜେପିକୁ ଝଟକା; ଦଳ ଛାଡିଲେ ୧୩ ନେତା
ତାମିଲନାଡୁରେ ବିଜେପିର ମୋଟ ୧୩ ଜଣ କର୍ମକର୍ତ୍ତା ଆଜି ଦଳ ଛାଡି ଏହାର ମେଣ୍ଟ ସହଯୋଗୀ ଅଲ୍ ଇଣ୍ଡିଆ ଆନ୍ନା ଦ୍ରାବିଡ଼ ମୁନେତ୍ରା କଜଗମ (ଏଆଇଏଡିଏମକେ)ରେ ଯୋଗ ଦେଇଛନ୍ତି। ଏହି ୧୩ ଜଣ ଦଳୀୟ ନେତା ଚେନ୍ନାଇ ପଶ୍ଚିମରେ ଥିବା ବିଜେପିର ଆଇଟି ଶାଖାର ସଦସ୍ୟ ଥିଲେ।
ଏଡାପ୍ପାଡି…
Read More...
Read More...