ଦେଶର ପ୍ରଥମ; ମୁସଲିମ ମହିଳା ଭାବେ ଯୁଦ୍ଧ ବିମାନ ଚଳାଇବେ ସାନିଆ ମିର୍ଜା
ଇତିହାସ ରଚିବାକୁ ଯାଉଛନ୍ତି ଉତ୍ତର ପ୍ରଦେଶର ମର୍ଜାପୁରରେ ରହୁଥିବା ସାନିଆ ମିର୍ଜା। ସେ ଦେଶର ପ୍ରଥମ ମୁସଲିମ ମହିଳା ଭାବେ ଭାରତୀୟ ବାୟୁସେନାର ଯୁଦ୍ଧ ବିମାନ ଚଳାଇବେ। ସେହିପରି ରାଜ୍ୟର ପ୍ରଥମ ମହିଳା ଭାବେ ସାନିଆ ମିର୍ଜା ଫାଇଟର ଜେଟ୍ ଚଳାଇ ରେକର୍ଡ ସୃଷ୍ଟି କରିବେ।
ସାନିଆଙ୍କ ବାପା…
Read More...
Read More...