Webportal
Browsing Category

Politics

ମନେରେଗା ବଞ୍ଚାଅ ଅଭିଯାନ କ୍ରମରେ ଜିଲ୍ଲା କଂଗ୍ରେସ ପକ୍ଷରୁ ଉପବାସ ଧାରଣା ପ୍ରତିବାଦ ଅନୁଷ୍ଠିତ

ମନେରେଗା ବଞ୍ଚାଅ ଅଭିଯାନ କ୍ରମରେ ଜିଲ୍ଲା କଂଗ୍ରେସ ପକ୍ଷରୁ ଉପବାସ ଧାରଣା ପ୍ରତିବାଦ ଅନୁଷ୍ଠିତ। ରବିବାର ପୂର୍ବାହ୍ନରେ ସ୍ଥାନୀୟ ତହସିଲଦାର କାର୍ଯ୍ୟାଳୟ ସମ୍ମୁଖରେ ଅନୁଗୁଳ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ମନରେଗା ବଞ୍ଚାଅ ଅଭିଯାନ କ୍ରମରେ ଜିଲ୍ଲା ସଭାପତି ସୁନୀଲ କୁମାର ପ୍ରଧାନଙ୍କ…
Read More...

ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାର ଉଚ୍ଛେଦ, ଟାଟା ପାୱାରର ମନମାନି, ଧାନ ସଂଗ୍ରହରେ ଅବ୍ୟବସ୍ଥା

ଶନିବାର ପୂର୍ବାହ୍ନରେ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସ୍ଥାନୀୟ କଂଗ୍ରେସ ଭବନଠାରେ ସଭାପତି ସୁନୀଲ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାର ଉଚ୍ଛେଦ, ଟାଟା ପାୱାରର ମନମାନି ଓ ଧାନ ସଂଗ୍ରହରେ ଅବ୍ୟବସ୍ଥାକୁ ନେଇ ଏକ ସାମ୍ବାଦିକ ସମ୍ମିଳନୀ…
Read More...

ଦିଲ୍ଲୀର ମୂଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଆତିଶି ମାର୍ଲେନା

ଦିଲ୍ଲୀର ସର୍ବକନିଷ୍ଠ ମହିଳା ମୁଖ୍ୟମନ୍ତ୍ରୀ ହେଲେ ଆତିଶି  । ଆଜି ସେ ଦିଲ୍ଲୀର ଅଷ୍ଟମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ତାଙ୍କ ସହ କ୍ୟାବିନେଟର ଅନ୍ୟ ପାଞ୍ଚ ଜଣ ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି। ଉପରାଜ୍ୟପାଳ ବିନୟ କୁମାର ସକ୍ସେନା ମୁଖ୍ୟମନ୍ତ୍ରୀଙ୍କ ସମେତ କ୍ୟାବିନେଟ ମନ୍ତ୍ରୀଙ୍କୁ…
Read More...

ବିଧାନସଭାର ନବନିର୍ବାଚିତ ବିଧାୟକଙ୍କ ପାଇଁ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ବହିଷ୍କାର କରିବାକୁ ବିଜେଡିର ନିଷ୍ପତ୍ତି

ଓଡିଶା ବିଧାନସଭାକୁ ନବ ନିର୍ବାଚିତ ସଦସ୍ୟ ମାନଙ୍କ ପାଇଁ ରାଜ୍ୟ ସରକାର ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ କରିବା ପାଇଁ ନିର୍ଣ୍ଣୟ ନେଇଛନ୍ତି। କିନ୍ତୁ ଏହି କାର୍ଯ୍ୟକ୍ରମରେ ଓଡ଼ିଶା ବିଧାନସଭାର ସଦସ୍ୟ ନ ଥିବା ବିଜେପି ନେତା ଧର୍ମେନ୍ଦ୍ର ପ୍ରଧାନ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା…
Read More...

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଙ୍କୁ ଆଶ୍ଵସ୍ଥି

ଅବକାରୀ ନୀତି ଦୁର୍ନୀତି ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଛି ବଡ଼ ଆଶ୍ୱସ୍ତି। ଗୁରୁବାର ତାଙ୍କୁ ଦିଲ୍ଲୀର ଗୋଟିଏ କୋର୍ଟ ମନିଲଣ୍ତରିଂ ମାମଲାରେ ଜାମିନ ପ୍ରଦାନ କରିଛନ୍ତି।ଚଳିତ ବର୍ଷ ମାର୍ଚ୍ଚ ୨୧ରେ ଗିରଫ ହୋଇଥିବା…
Read More...

ଅନୁଗୁଳ ଜିଲ୍ଲାରେ ବିଜେପି ୩ ଓ ବିଜେଡି ୨ ବିଧାନସଭା ଆସନ ରେ ବିଜୟୀ

ଅନୁଗୁଳ ଜିଲ୍ଲାରେ ଥିବା ସମସ୍ତ ୫ ଟି ବିଧାନସଭା ଆସନ ପାଇଁ ଭୋଟ ଗଣତି ଶାନ୍ତି ଶୃଂଖଳା ସହିତ ଶେଷ ହୋଇଯାଇଛି। ଜିଲ୍ଲାର ପାଲଲହଡ଼ା ବିଧାନସଭା ଆସନରୁ ବିଜେପିର ଅଶୋକ ମହାନ୍ତି ନିକଟତମ ପ୍ରତିଦ୍ବନ୍ଦୀ ବିଜେଡି ବିଧାୟକ ମୁକେଶ ପାଲଙ୍କୁ ୭୫୬୩ ଖଣ୍ଡ ଭୋଟରେ ହରାଇ ବିଜୟୀ ହୋଇଛନ୍ତି। ତାଳଚେର…
Read More...

ସାମ୍ୱାଦିକ ସମ୍ମିଳନୀରେ ବିଜେଡି ଉପରେ ବର୍ଷିଲେ ଶୀର୍ଷ ବିଜେପି ନେତା

ଆଜି ଭାରତୀୟ ଜନତା ପାର୍ଟିର ଗୋଟିଏ ମହତ୍ୱପୂର୍ଣ୍ଣ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ୱର ସାଂସଦ ପ୍ରତାପ ଚନ୍ଦ୍ର ଷଡଙ୍ଗୀ,…
Read More...

ଧର୍ମେନ୍ଦ୍ର ପ୍ରଧାନଙ୍କୁ ପାଣ୍ଡିୟାନଙ୍କ କଟାକ୍ଷ ; କେମିତି ରାତିରେ ନିଦ ହେଉଛି

ଅନୁଗୁଳ ଜିଲ୍ଲା ଗସ୍ତରେ ଆସି ପାଲଲହଡାରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ଭିକେ ପାଣ୍ଡିଆନ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରି ପାଣ୍ଡିଆନ କହିଛନ୍ତି, କେନ୍ଦ୍ରରେ ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷା ମନ୍ତ୍ରୀ ରହିଛନ୍ତି । କେନ୍ଦ୍ରମନ୍ତ୍ରୀ ଚାହିଁଥିଲେ…
Read More...

ରବିବାର ରାଜ୍ୟର ରାଜନୈତିକ ତାପମାତ୍ରା ରହିବ ଚରମ ସୀମାରେ

ରବିବାର ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ ନିର୍ବାଚନୀ ଉଷ୍ମତାକୁ ବଢ଼ାଇ ଦେଇଛି । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଅପରାହ୍ନରେ ଓ ରାତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସିବେ ବୋଲି ଦଳ ପକ୍ଷରୁ ସୂଚନା…
Read More...