ବିକଳ ଚିତ୍ର: ଦଉଡି ସାହାଯ୍ୟରେ ଭରା ନଦୀ ପାର୍ ହେଲେ ଗର୍ଭବତୀ
ଉଛୁଳା ସମାକୋଈ ନଦୀରେ ଗୁରୁତର ଥିବା ଜଣେ ଗର୍ଭବତୀଙ୍କୁ ତେଲକୋଇ ଅଗ୍ନିଶମ ବାହିନୀ ଦଉଡି ସାହାଯ୍ୟରେ ପାରି କରି ମେଡିକାଲକୁ ଆଣିବା ଭଳି ଲକ ଘଟଣା ଏବେ ସାମ୍ନାକୁ ଆସିଛି। ଯାହା ସରକାରଙ୍କ ପରିବା ପଣିଆକୁ ପଦାରେ ପକାଇଛି।
ତେଲକୋଇ ବ୍ଲକ ତାଳପଦା ପଞ୍ଚାୟତର ମୁଣ୍ଡା ସାହିକୁ ରାସ୍ତା ଖଣ୍ଡିଏ…
Read More...
Read More...