ରାଜ୍ୟ କଂଗ୍ରେସ ବିଧାୟକଙ୍କୁ ଦିଲ୍ଲୀ ଡାକରା : ରାହୁଲ ଓ ସୋନିଆଙ୍କୁ ଇଡିର ନୋଟିସ ନେଇ ହୋଇପାରେ ରଣନୀତି ପ୍ରସ୍ତୁତ
କଂଗ୍ରେସ ବିଧାୟକଙ୍କୁ ଦିଲ୍ଲୀ ଡାକରା । ଆଜି ସଂଧ୍ୟାରେ ଦିଲ୍ଲୀରେ ପହଞ୍ଚିବେ ରାଜ୍ୟ କଂଗ୍ରେସର ସମସ୍ତ ୯ ବିଧାୟକ । ରାହୁଲ ଗାନ୍ଧୀ ଓ ସୋନିଆ ଗାନ୍ଧୀଙ୍କୁ ଇଡି ନୋଟିସକୁ ନେଇ ରଣନୀତି ପ୍ରସ୍ତୁତ ପାଇଁ ଡାକରା ହୋଇଥିବା ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ସୂଚନା ଦେଇଛନ୍ତି । ଏହା ସହ…
Read More...
Read More...