ଅନୁଗୁଳ ଜିଲ୍ଲା ପୋଲିସ ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ
ନିଆରା ପଦକ୍ଷେପ।ପୋଲିସ ପକ୍ଷରୁ ଆୟୋଜିତ ହେଲା ମେଗା ରକ୍ତଦାନ ଶିବିର।ହଁ ଅନୁଗୁଳ ଜିଲ୍ଲା ପୋଲିସ ସଫଳତାର ସହିତ ରକ୍ତଦାନ ଶିବିର ଅନୁଷ୍ଠିତ କରିଛନ୍ତି। ଜିଲ୍ଲା ପୋଲିସ ମୁଖ୍ୟାଳୟରେ ଶନିବାର ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି l ଅନୁଗୋଳ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ଜଗମୋହନ…