ବିପୁଳ ପରିମାଣର ଗଞ୍ଜେଇ ଚାଷ ନଷ୍ଟ
ଅନୁଗୁଳ ଜିଲା ଛେଣ୍ଡିପଦା ଥାନା କଣଲୋଇ ପଞ୍ଚାୟତ ନୂଆତଇଲା ଗ୍ରାମ ନିକଟରେ ଗୁରୁବାର ଅବକାରୀ ବିଭାଗ ଓ ବନ ବିଭାଗ ପକ୍ଷରୁ ମିଳିତ ଚଢ଼ାଉରେ ନୁହୁରାଣୀ ନାଳର ଅବବାହିକାରେ ଚାଷ ହୋଇଥିବା ବିପୁଳ ପରିମାଣର ଗଞ୍ଜେଇ ଗଛ ନଷ୍ଟ କରାଯାଇଛି। ବିଶ୍ୱସ୍ଥ ସୂତ୍ରରୁ ଖବରପାଇ ଅବକାରୀ ଏସ୍ପି ସୁରେଶ…