ବହୁଚର୍ଚ୍ଚିତ ପୁର୍ବତନ ସୋଭିଏତ ରାଷ୍ଟ୍ରପତି ମିଖାଇଲ ଗୋର୍ଭାଚୋଭଙ୍କ ଦେହାନ୍ତ
ସୋଭିଏତ ରୁଷର ଶେଷ ରାଷ୍ଟ୍ରପତି ମିଖାଇଲ ଗୋର୍ଭାଚୋଭଙ୍କ ମଙ୍ଗଳବାର ବିଳମ୍ବିତ ରାତିରେ ଦେହାନ୍ତ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୯୧ ବର୍ଷ ହୋଇଥିଲା। ସେ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ। ରୁଷିଆର ସେଣ୍ଟ୍ରାଲ କ୍ଲିନକାଲ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିବାବେଳେ ସେଠାରେ ତାଙ୍କର…