ହାଇକୋର୍ଟର ସ୍ଥାୟୀ ବେଞ୍ଚ ସ୍ଥାପନ ପ୍ରସଙ୍ଗ; ରାଜ୍ୟ ସରକାରଙ୍କୁ ଚେତାବନୀ ଦେଲା ପଶ୍ଚିମ ଓଡ଼ିଶା ଓକିଲ ସଂଘ
ଦୀର୍ଘଦିନ ହେଲା ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ସ୍ଥାପନ ନିମନ୍ତେ ଦାବି ହୋଇ ଆସୁଛି। ତେବେ ଏହି ପ୍ରସଙ୍ଗରେ ଆଲୋଚନା ପାଇଁ ମୁଖ୍ୟମନ୍ତ୍ରୀ ସମୟ ଦେଉନଥିବା ଓ ଦାବିପତ୍ର ଦେବା ପରେ ବି କିଛି କର୍ଣ୍ଣପାତ କରୁନଥିବା ଅଭିଯୋଗ ଆଣିଛି ପଶ୍ଚିମ ଓଡ଼ିଶା ଓକିଲ ସଂଘ ସମୂହର କେନ୍ଦ୍ରୀୟ…