ଜୟନାରାୟଣ ମିଶ୍ର ବିରୋଧୀ ଦଳ ନେତା ନିଯୁକ୍ତ
ପୂର୍ବତନ ମନ୍ତ୍ରୀ ତଥା ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ରଙ୍କୁ ବିରୋଧୀ ଦଳ ନେତା ଘୋଷଣା କରାଯାଇଛି । ବିଜେପିର ଗୁରୁତ୍ବପୂର୍ଣ୍ଣ ବୈଠକରେ ଆଜି ସର୍ବସମ୍ମତି କ୍ରମେ ଓଡ଼ିଶା ବିଧାନସଭାରେ ବିରୋଧୀ ଦଳ ନେତା ଭାବେ ଜୟନାରାୟଣ ମିଶ୍ରଙ୍କୁ ଚୟନ କରାଯାଇଛି। ପ୍ରଦୀପ୍ତ ନାୟକଙ୍କ ଦୀର୍ଘକାଳୀନ…