ସୋମବାର ଠାରୁ ମୁଢି, ଚୁଡ଼ା ଆଦି ଉପରେ ଲାଗିବ ଜିଏସଟି
ମହଙ୍ଗା ମାଡ଼ରେ ହନ୍ତସନ୍ତ ହେଉଥିବା ଖାଉଟିଙ୍କ ବୋଝ ବଢିବାକୁ ଯାଉଛି । ଆସନ୍ତା ସୋମବାରଠାରୁ କେତେକ ନିତ୍ୟ ବ୍ୟବହାର୍ଯ୍ୟ ଓ ଜରୁରୀ ସେବା ଓ ସାମଗ୍ରୀ ଉପରେ ଜିଏସଟି ଲାଗୁ ହେଉଥିବାରୁ ସେଗୁଡ଼ିକ ମହଙ୍ଗା ହେବ ।
ବିଶେଷ କରି ଆମେ ନିତିଦିନିଆ ଜୀବନରେ ବ୍ୟବହାର କରୁଥିବା ଖାଦ୍ୟ ସାମଗ୍ରୀ…