Webportal

ଅପ୍ରେଲ ୩୦ ପର୍ଯ୍ୟନ୍ତ ରାଜ୍ୟରେ ବଡ଼ିବ ଲକଡାଉନ ଅବଧି

0 260

କରୋନା ଭୁତାଣୁ ର ସଂକ୍ରମଣ କୁ ରୋକିବା ପାଇଁ ରାଜ୍ୟ କ୍ୟାବିନେଟ ରେ ଆଜି ନିଆଯାଇଥିବା ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଅନୁସାରେ ଓଡ଼ିଶାରେ ଲକଡାଉନ ଅବଧିକୁ ଅପ୍ରେଲ ୩୦ ପର୍ଯ୍ୟନ୍ତ ବଡାଇବା ପାଇଁ କେନ୍ଦ୍ର ସରକାରଙ୍କୁ ସୁପାରିଶ କରାଯାଇଛି।       ସମସ୍ତ ସ୍କୁଲ ଜୁନ ୧୭ ପର୍ଯ୍ୟନ୍ତ ବନ୍ଦ ରହିବ।ଏ ଘୋଷଣା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିଛନ୍ତି।

Leave A Reply

Your email address will not be published.